Jump to content

ପ୍ରଧାନ ପୃଷ୍ଠା

ଉଇକିପିଡ଼ିଆ‌ରୁ
ଯୋଗାଯୋଗ

ଆଲୋଚନା ସଭାଇ-ମେଲରେ ଯୋଗାଯୋଗଲଗ ଇନ/ନୂଆ ଖାତା ଖୋଲିବେ

 
ଜାଣିବା କଥା

ନିୟମାବଳୀସାଧାରଣ ପ୍ରଶ୍ନର ଉତ୍ତରପ୍ରଶ୍ନ ପଚାରନ୍ତୁଦରକାରୀ ପ୍ରସଙ୍ଗ ତାଲିକାଓଡ଼ିଆରେ ଟାଇପ କରିବା

ପ୍ରସଙ୍ଗଟିଏ ଖୋଜିବାକୁ ତା' ନାମର ଆରମ୍ଭ ଅକ୍ଷର ବା ସେ ଅନ୍ତର୍ଭୁକ୍ତ ଥିବା ଶ୍ରେଣୀରେ କ୍ଳିକ କରନ୍ତୁ ।

୦-୯
ଶ୍ରେଣୀ କ୍ଷ ଜ୍ଞ ଶ୍ରୀ ଓଁ

ପୁରୀ ଓଡ଼ିଶାର ଏକ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା । ଏହା ବଙ୍ଗୋପ ସାଗର କୂଳରେ ଓ ରାଜ୍ୟ ରାଜଧାନୀ ଭୂବନେଶ୍ୱରଠାରୁ ୬୦ କି.ମି. (୩୭ ମାଇଲ) ଦୂରରେ ଅବସ୍ଥିତ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ । ଭାରତର ଚାରି ଧାମ ମଧ୍ୟରୁ ପୁରୀ ଅନ୍ୟତମ । ଏହା ଜଗନ୍ନାଥ ପୁରୀ ନାମରେ ମଧ୍ୟ ପ୍ରସିଦ୍ଧ ।ପୁରୀର ଅନ୍ୟନାମ ଶ୍ରୀକ୍ଷେତ୍ର ଓ ଜଗନ୍ନାଥ ମନ୍ଦିରର ଅନ୍ୟ ନାମ ବଡ଼ଦେଉଳ । ମନ୍ଦିରରୁ ମୂଲ୍ୟବାନ ସଂପତି ଲୁଣ୍ଠନ ଆଶାରେ ଚତୃର୍ଥ ଖ୍ରୀଷ୍ଟାବ୍ଦରୁ ଉନବିଂଶ ଖ୍ରୀଷ୍ଟାବ୍ଦ ମଧ୍ୟରେ ଅନେକ ହିନ୍ଦୁ ଓ ମୁସଲମାନ ଶାସକ ପୁରୀ ଓ ଜଗନ୍ନାଥ ମନ୍ଦିର ୧୮ ଥର ଆକ୍ରମଣ କରିଥିଲେ । ୧୮୦୩ ମସିହା ପରଠାରୁ ଭାରତର ସ୍ୱାଧୀନତା ପର୍ଯ୍ୟନ୍ତ ପୁରୀ ମନ୍ଦିର ଇଂରେଜ ଶାସନାଧିନ ଥିଲା । ମନ୍ଦିରର ବିଧିବିଧାନ ଗଜପତି ବଂଶର ରାଜା ମାନଙ୍କଦ୍ୱାରା ଏବେ ମଧ୍ୟ ପାଳିତ ହେଉଅଛି । ଏହି ମନ୍ଦିର ନଗରୀରେ ଅନେକ ହିନ୍ଦୁ ମଠ ଅଛି । ପୁରା ପଢନ୍ତୁ...


ମାର୍ଚ୍ଚ

ଜନ୍ମ

ମୃତ୍ୟୁ

  • ଜୀବନାନନ୍ଦ ପାଣି, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନୀତ ଅନୁବାଦକ ଓ ଗୀତିକାର (ମୃତ୍ୟୁ: ୧୯୯୮)
  • ଅଷ୍ଟାବଧାନୀ ଆଚାର୍ଯ୍ୟ ତାରିଣୀଚରଣ ପାତ୍ର, ଓଡ଼ିଶୀ ସଙ୍ଗୀତ ଗୁରୁ (ମୃତ୍ୟୁ: ୧୯୭୯)
  • ରାଜକିଶୋର ପଟ୍ଟନାୟକ, ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ପ୍ରାପ୍ତ ଶାରଳା ପୁରସ୍କାର ସମ୍ମାନିତ ସାହିତ୍ୟିକ (ମୃତ୍ୟୁ: ୧୯୯୭)
  • କର୍ମବୀର ଗୌରୀଶଙ୍କର ରାୟ, ଓଡ଼ିଆ ଭାଷା ଆନ୍ଦୋଳନକାରୀ, ଲେଖକ ଓ ପ୍ରକାଶକ (ମୃତ୍ୟୁ: ୧୯୧୭)
  • କାନନ ମିଶ୍ର, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଅନୁବାଦକ (ମୃତ୍ୟୁ୨୦୧୫)
  • ୧୦ ଶତ୍ରୁଘ୍ନ ନାଥ, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ସାହିତ୍ୟିକ (ମୃତ୍ୟୁ୨୦୦୬)
  • ୧୨ ଜଗନ୍ନାଥ ମହାନ୍ତି, ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଶିଶୁ ସାହିତ୍ୟିକ (ମୃତ୍ୟୁ୨୦୧୧)
  • ୧୫ ମାଳତୀ ଚୌଧୁରୀ, ଯମୁନାଲାଲ ବଜାଜ ପୁରସ୍କାର ପ୍ରାପ୍ତ ସ୍ଵାଧୀନତା ସଂଗ୍ରାମୀ (ମୃତ୍ୟୁ: ୧୯୯୮)
  • ୧୫ ଗଙ୍ଗାଧର ରଥ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ଜୀବନୀ ଲେଖକ (ମୃତ୍ୟୁ: ୨୦୦୮)
  • ୧୬ ଆଦିଗୁରୁ ମଉଡ଼ମଣି ସିଂହାରୀ ଶ୍ୟାମସୁନ୍ଦର କର, ଓଡ଼ିଶୀ ସଙ୍ଗୀତ ଗୁରୁ (ମୃତ୍ୟୁ: ୧୯୭୫)
  • ୧୮ ଶରତ କୁମାର ମହାନ୍ତି, କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରାପ୍ତ ସାହିତ୍ୟିକ (ମୃତ୍ୟୁ: ୨୦୦୬)
  • ୧୯ ଶଶି ଭୂଷଣ ରଥ, ପ୍ରଥମ ଓଡ଼ିଆ ଦୈନିକ ଖବରକାଗଜ 'ଆଶା'ର ପ୍ରକାଶକ (ମୃତ୍ୟୁ: ୧୯୪୩)
  • ୨୯ ଶହୀଦ ଲକ୍ଷ୍ମଣ ନାୟକ, ସ୍ଵାଧୀନତା ସଂଗ୍ରାମୀ (ମୃତ୍ୟୁ: ୧୯୪୩)
  • ୨୮ କାଶୀନାଥ ପୂଜାପଣ୍ଡା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଓଡ଼ିଶୀ ସଙ୍ଗୀତଜ୍ଞ ଓ ଗୁରୁ (ମୃତ୍ୟୁ: ୨୦୦୯)
  • ୨୯ ବସନ୍ତ କୁମାରୀ ପଟ୍ଟନାୟକ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସମ୍ମାନୀତ ସାହିତ୍ୟିକା (ମୃତ୍ୟୁ: ୨୦୧୩)
ପ୍ରସଙ୍ଗ ଲେଖା ଓ ସୁଧାର
ବିଭିନ୍ନ ଭାଷାରେ ଉଇକିପିଡ଼ିଆ
ଉଇକିମିଡ଼ିଆ ପ୍ରକଳ୍ପସମୂହ

ମେଟା-ଉଇକି ମେଟା-ଉଇକି (ଉଇକିମିଡ଼ିଆ ପ୍ରକଳ୍ପର ପରିଚାଳନା)    କମନ୍ସ ଉଇକିକମନ୍ସ (ମାଗଣା ମାଧ୍ୟମର ଭଣ୍ଡାର)    Wikidata ଉଇକିଡାଟା (ଖୋଲା ତଥ୍ୟ ଭଣ୍ଡାର)    ଉଇକିଅଭିଧାନ ଉଇକିଅଭିଧାନ (ଶବ୍ଦକୋଷ  ବିଶେଷଣ ପୋଥି)    ଉଇକିକଥା ଉଇକିକଥା (ଢଗଢମାଳି  ବିଶେଷ କଥା)    ଉଇକିପାଠାଗାର ଉଇକିପାଠାଗାର (ମାଗଣା ପଢ଼ାଘର)    ଉଇକି ସମ୍ବାଦ ଉଇକି ସମ୍ବାଦ (ଖୋଲା ସମ୍ବାଦ)    ଉଇକିପୋଥି ଉଇକିପୋଥି (ମାଗଣା ପଢ଼ାବହି  ମାନୁଆଲ)    ଉଇକିସ୍ପିସିସ ଉଇକିସ୍ପିସିସ (ଜାତିମାନଙ୍କର ତାଲିକା)    ଉଇକି ମହାବିହାର ଉଇକି ମହାବିହାର (ମାଗଣା ଶିକ୍ଷଣ  ଉପକରଣ)    ଉଇକିଭ୍ରମଣ ଉଇକିଭ୍ରମଣ (ଖୋଲା ଭ୍ରମଣ-ପୁସ୍ତିକା)

 ଉପରକୁ ଯିବେପୁନଃ ଲୋଡ଼ଉଇକିମିଡ଼ିଆ ଭାରତ ପୋର୍ଟାଲପରିସଂଖ୍ୟାନଆଲୋଚନା ସଭାଯୋଗାଯୋଗ ଫେସବୁକ ଏକ୍ସ (ଟୁଇଟର)